Freedom movement in odisha pdf
Cultural heritage of odisha pdf
Literature of odisha pdf
Odia literature books
ଗୋପବନ୍ଧୁ ଦାସ ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ଓଡ଼ିଶାରପୁରୀ ଜିଲ୍ଲାସ୍ଥିତସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଦୈତାରି ଦାସ ଓ ମାତାଙ୍କ ନାମ ସ୍ୱର୍ଣ୍ଣମୟୀ ଦେବୀ । ତାଙ୍କୁ ଖୁବ ଅଳ୍ପ ବୟସ ହୋଇଥିବା ବେଳେ ତାଙ୍କ ମାତାଙ୍କର ଦେହାନ୍ତ ହୋଇଯାଇଥିଲା । ସେ ପିଉସୀ କମଳା